1.

(ଖ) ନିର୍ଜନ ପ୍ରାନ୍ତରେଚାଲରେ ପଥିକତୃଷା-ବିଭ୍ରାନ୍ତ-ନୟନେଦୂରେ ନିରେଖଇ ରମ୍ୟ ମୃଗତୃଷ୍ଠାଅତି ଆନନ୍ଦିତ ମନେ ।.୧. ମୃଗତୃଷା କେବେ ଦେଖାଯାଏ ?୨. ଦୂରରୁ ଏହା ପଥିକକୁ କିପରି ଦିଶେ ?୩. ଏହାକୁ ଦେଖି କିଏ କାହିଁକି ଆନନ୍ଦିତ ହୁଏ ?ପଥିକର ଆଶାକୁ ଏହା କିପରି ବିଫଳ କରେ ?​

Answer»

ANSWER:

ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି । ଲୋକ ନାଟକର ସୃଷ୍ଟି ଉତ୍ସ ସମ୍ପର୍କରେ କେତେଗୁଡିଏ ତଥ୍ୟ ହେଲା । ସେଗୁଡିକ ହେଲା :୧-ପ୍ରକୃତି ପ୍ରଭାବ,୨-ଧର୍ମ ଟିନ୍ତନ,୩-କୃଷି ସଭ୍ୟତା,୪-ସାମରିକ ପରମ୍ପରା,୫- କାରୁକଳା,୬-ଆଦିବାସୀ ଓ ଓଡଶୀ ନୃତ୍ୟ ।

ବୈଦିକ ଯୁଗରେ ଲୋକ ନାଟକର ଉବ୍ଦଭ ହୋଇଥିଲେ ମଧ୍ୟ ଏବେ ଏଗୁଡିକ ଲୋକ ସମାଜରେ ମୁମୂର୍ଷ ଅବସ୍ଥାରେ କେବଳ



Discussion

No Comment Found